ଠିକାସଂସ୍ଥାର ମାନମାନି ଓ ଏକ ପାଖିଆ ରାସ୍ତା ପାଇଁ ଦୁର୍ଘଟଣା 

0

ଆଜି ସକାଳେ ସୋରରେ ଜଣେ ସାଇକେଲ ଚାଳକ ଅଜଣା ଟ୍ରକ୍ ଧକ୍କାରେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣଙ୍କ ହେଲେ ସୋର ବ୍ଲକ ଦହିସଡା ପଞ୍ଚାୟତ ଦହିସଡା ଗ୍ରାମର ମନୋଜ କୁମାର ସାମନ୍ତରାୟ  ଠିକା ସଂସ୍ଥା ବ୍ରିଜଗୋପାଳର ମନମୁଖୀ କାମ ଓ ଏକପାଖିଆ ରାସ୍ତା କାମ ପାଇଁ ପ୍ରାୟ ପ୍ରତିଦିନ ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେଉଛି। ଗତକାଲି ଦହିସଡା ନିକଟରେ ଏକ ଟ୍ରକ ଓ କାର ମୁହାଁମୁହିଁ ଧକ୍କା ହୋଇ କାର ଚାଳକ ଗୁରୁତର ଆହତ ହୋଇଥିବା ବେଳେ ଆଜି ସକାଳେ ଜଣେ ସାଇକେଲ ଚାଳକ ଅଜଣା ଟ୍ରକ୍ ଧକ୍କାରେ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ଜଣଙ୍କ ହେଲେ ସୋର ବ୍ଲକ ଦହିସଡା ପଞ୍ଚାୟତ ଦହିସଡା ଗ୍ରାମର ମନୋଜ କୁମାର ସାମନ୍ତରାୟ (୨୫)।

Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ