ଘସିପୁରା ତହସିଲଦାର ଙ୍କୁ କାରଣ ଦର୍ଶାଅ ନୋଟିସ, ୧୫ଦିନ ମଧ୍ୟରେ ହାଜର ହେବାକୁ ନିର୍ଦେଶ

0

କୋଣାର୍କ ନ୍ୟୁଜ ୨୪ବ୍ୟୁରୋ :ଘସିପୁରା ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ!ନୋଟିସ ଜାରିକଲା ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ!ଲୋକଙ୍କୁ ବାହାରେ ଚପଲ ରଖି ତହସିଲ ଭିତରକୁ ଆସିବାକୁ ଅଫିସ ରେ ନୋଟିସ ଲଗାଇଥିଲେ ତହସିଲଦାର!ଲୋକଙ୍କୁ ବସିବାକୁ ଚୌକି ଦେଉ ନଥିଲେ!ଖରାପ ବ୍ୟବହାର କରୁଥିବା!ଅଭିଯୋଗ ଆସିବା ପରେ ଆକ୍ସସ ମୋଡ଼ରେ ରାଜସ୍ବ ବିଭାଗ!୧୫ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସ ଜାରି କଲା ରାଜସ୍ୱ ବିଭାଗ

Leave A Reply

Your email address will not be published.

Latest News
ହିନ୍ଦୋଳ ଉଦ୍ୟାନ ବିଭାଗର ରିହାତି ଦରରେ ଆଳୁ ବିହନ ବିକ୍ରୀ ଦୁର୍ଦିନରେ 50 ଆଦିବାସୀ ପରିବାର ଗ୍ରାମରେ କଂଗ୍ରେସ ସପୋର୍ଟ ଥିବାରୁ ମରାମତି ହୋଇପାରୁନି ଗାଁ ରାସ୍ତା । ଖଲିବୋରେଇରେ ଦୁର୍ଘଟଣା—ଯୁବକର ମୃତ୍ୟୁ,ଜଣେ ଗୁରୁତର। କ୍ରୀଡା ଉତ୍ସବ ରେ ଯୋଗଦେଇ ପିଲା ଙ୍କ ସହ ଖେଳିଲେ ଥାନା ଅଧିକାରୀ.. କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.. କଟ୍‌ନିଛଟ୍‌ନି ନେଇ ପରଜଙ୍ଗ ବିଧାୟକ ଯୋଗାଣ ମନ୍ତ୍ରୀ କଥା କଟାକଟି। RD ରାସ୍ତାରେ ଠିକାଦାରଙ୍କ ମନମାନି, ବିଭାଗର ଯନ୍ତ୍ରୀ ତରୁଣ କୁମାର ନାଏକ ଅନୁପସ୍ଥିତ । ମୁମ୍ବାଇରେ ଚିକିତ୍ସା ହେବେ ବେଗୁନିଆପଡା ବ୍ଲକ ର ୪ ଶିଶୁ ହୃଦରୋଗୀ… ଆଇନ ସେବା ପ୍ରାଧିକରଣ ପକ୍ଷରୁ କୋଦଳା ରେ ଚିତ୍ରାଙ୍କନ ପ୍ରତିଯୋଗିତା.. ବିପଦ ଜନକ ମଣିଷ ବୁଡା ପଥର ଖଣିରେ ଗାଧଉଛନ୍ତି ଏସ. ଟି. ଜାଭିୟର ପବ୍ଲିକ ସ୍କୁଲ ଛାତ୍ର ଛାତ୍ରୀ