ଆନ୍ଦୋଳନ ବେଳେ ବିଜେଡିର ବଡ ନେତା ଆହତ: ବବି ଦାସ ଆଇସିୟୁରେ ଭର୍ତ୍ତି

0
  • ଭୁବନେଶ୍ବର: ରାଜଧାନୀ ପାଲଟିଲା ରଣକ୍ଷେତ୍ର । ଲୋୟର ପିଏମଜିରେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ । ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିଜେଡିର ପ୍ରତିବାଦ ବେଳେ ପୋଲିସ-ବିଜେଡି କର୍ମୀ ଧସ୍ତାଧସ୍ତି । ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିବାକୁ ଯିବା ବେଳେ ହଜାର ହଜାର ବିଜେଡି କର୍ମୀଙ୍କୁ ଅଟକାଇଛି ପୋଲିସ ।
  • ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ମୁହାଁମୁହିଁ ପରିସ୍ଥିତି । ବିଜେଡି କର୍ମୀ ଓ ପୋଲିସ ଧସ୍ତାଧାସ୍ତି । ପରିସ୍ଥିତି ନିୟନ୍ତ୍ରଣ ପାଇଁ ପାଣିମାଡ଼ ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କଲା ପୋଲିସ । ଏଥିସହ ରବର ବୁଲେଟ ମଧ୍ୟ ମାଡ କରିଛି । ଯେଉଁଥିରେ ଆହତ ହୋଇଛନ୍ତି ଏକାଧିକ ବିଜେଡି କର୍ମୀ । ପାଣିମାଡ, ଲୁହବୁହା ଗ୍ୟାସ ଏବଂ ରବର ବୁଲେଟ ମାଡ଼ରେ ବବି ଦାସଙ୍କ ସମେତ ଅନେକ ଟାଣୁଆ ନେତା ଆହତ ।
  • ବବି ଦାସଙ୍କ ଗୋଡରେ ଲାଗିଛି ଆଘାତ । ତାଙ୍କୁ ଆହତ ଅବସ୍ଥାରେ ଆପୋଲୋ ନିଆଯାଇଥିବା ବେଳେ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ।ସେପଟେ ଡାନି ଘଡାଇ ମଧ୍ୟ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସୁଲତା ଦେଓ ମଧ୍ୟ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ଛାତିରେ ଆଘାତ ଲାଗିଥିବା ସେ କହିଛନ୍ତି ।
Leave A Reply

Your email address will not be published.

Latest News
ହିନ୍ଦୋଳ ଉଦ୍ୟାନ ବିଭାଗର ରିହାତି ଦରରେ ଆଳୁ ବିହନ ବିକ୍ରୀ ଦୁର୍ଦିନରେ 50 ଆଦିବାସୀ ପରିବାର ଗ୍ରାମରେ କଂଗ୍ରେସ ସପୋର୍ଟ ଥିବାରୁ ମରାମତି ହୋଇପାରୁନି ଗାଁ ରାସ୍ତା । ଖଲିବୋରେଇରେ ଦୁର୍ଘଟଣା—ଯୁବକର ମୃତ୍ୟୁ,ଜଣେ ଗୁରୁତର। କ୍ରୀଡା ଉତ୍ସବ ରେ ଯୋଗଦେଇ ପିଲା ଙ୍କ ସହ ଖେଳିଲେ ଥାନା ଅଧିକାରୀ.. କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.. କଟ୍‌ନିଛଟ୍‌ନି ନେଇ ପରଜଙ୍ଗ ବିଧାୟକ ଯୋଗାଣ ମନ୍ତ୍ରୀ କଥା କଟାକଟି। RD ରାସ୍ତାରେ ଠିକାଦାରଙ୍କ ମନମାନି, ବିଭାଗର ଯନ୍ତ୍ରୀ ତରୁଣ କୁମାର ନାଏକ ଅନୁପସ୍ଥିତ । ମୁମ୍ବାଇରେ ଚିକିତ୍ସା ହେବେ ବେଗୁନିଆପଡା ବ୍ଲକ ର ୪ ଶିଶୁ ହୃଦରୋଗୀ… ଆଇନ ସେବା ପ୍ରାଧିକରଣ ପକ୍ଷରୁ କୋଦଳା ରେ ଚିତ୍ରାଙ୍କନ ପ୍ରତିଯୋଗିତା.. ବିପଦ ଜନକ ମଣିଷ ବୁଡା ପଥର ଖଣିରେ ଗାଧଉଛନ୍ତି ଏସ. ଟି. ଜାଭିୟର ପବ୍ଲିକ ସ୍କୁଲ ଛାତ୍ର ଛାତ୍ରୀ