କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଶ୍ରୀ ବିନ୍ଦୁ ମହାନନ୍ଦ ଙ୍କ ସଭାପତିତ୍ୱ ରେ ବ୍ଲକ ସଭାଗୃହ ଠାରେ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

0

ହୋଇଯାଇଛି, କଳାହାଣ୍ଡି ଜିଲ୍ଲା ରେ ସର୍ବାଧିକ ଗୋଲାମୁଣ୍ଡା ବ୍ଲକ ରେ ୪୪୬ ଟି ଭତ୍ତା ଅନୁମୋଦନ ହୋଇଥିଲା ଓ ଆଜି ହିତାଧିକାରୀ ମାନଙ୍କୁ ବଣ୍ଟନ କରାଗଲା, କାର୍ଯ୍ୟକ୍ରମ ରେ ବିଡ଼ିଓ ଶ୍ରୀ ତ୍ରିପୁରା ମହାନନ୍ଦ, ଏବିଡ଼ିଓ ଶ୍ରୀ ବିଜୟ କୁମାର ନାଏକ,ବିଏସ ଏସଓ ଶ୍ରୀ ଚନ୍ଦନ କୁମାର ବିହାରୀ,ଗୋଲାମୁଣ୍ଡା ସରପଞ୍ଚ ଶ୍ରୀ ପୁରୁଷୋତ୍ତମ ରାଉତ, କେଗାଁ ସ.ସଭ୍ୟ ଶ୍ରୀ ଲକ୍ଷ୍ମଣ ସାହୁ ପ୍ରମୁଖ ଉପସ୍ଥିତ ଥିଲେ, ଜିଲ୍ଲା ରେ ସର୍ବାଧିକ ଭତ୍ତା ଅନୁମୋଦନ ହେତୁ ବ୍ଲକ ପ୍ରଶାସନ,ଜୁନାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ମନୋଜ ମେହେର, ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ୍ତ କୁମାର ନାଏକ, ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ହିମାଂଶୁ ଶେଖର ମେହେର, ଧର୍ମଗଡ଼ ବିଧାୟକ ଶ୍ରୀଯୁକ୍ତ ସୁଧୀର ରଞ୍ଜନ ପାଟଯୋଶୀ, ଉପଜିଲ୍ଲାପାଳ ଧର୍ମଗଡ଼, ଜିଲ୍ଲାପାଳ କଳାହାଣ୍ଡି ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ବ୍ଲକ ଅଧ୍ୟକ୍ଷ ଶ୍ରୀ ମହାନନ୍ଦ

Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ