ବିଦ୍ୟାଳୟ ରେ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ପାଳନ କରାଗଲା

0

୧୭/୯(ପିସି) ଆଜି କପ୍ତିପଦା ବ୍ଲକ୍ ଅନ୍ତର୍ଗତ ତାଳପୋଖରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ପ୍ରଧାମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ଏକ ବୃକ୍ଷ ରୋପଣ କାର୍ଯ୍ୟ କ୍ରମ ଆୟୋଜନ କରା ଯାଇଥିଲା l ଏଥିରେ ବିଦ୍ୟାଳୟ ର
ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ, ଏସଏମସି ମେମ୍ବର ମାନଙ୍କ ସହିତ ଚେୟାରମ୍ଯାନ୍ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟ କ୍ରମକୁ ସlଫଲ୍ୟ ମଣ୍ଡିତ କରିଥିଲେ l ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରାଉତ ଭାଷଣ ମାଧ୍ୟମରେ କହି ଥିଲେ ବୃକ୍ଷ ହିଁ ଜୀବନ ତେଣୁ ପ୍ରତ୍ୟକ ବ୍ୟକ୍ତି ଜୀବନରେ ଗଛ ଟିଏ ଲଗାଇବା ନିତ୍ୟାନ୍ତ ଆବଶ୍ୟକ l
ସେଥିପାଇଁ ଛାତ୍ର ଛାତ୍ରୀ ମାନେ ଆନନ୍ଦ ରେ
ବୃକ୍ଷ ରୋପଣ କରିଥିଲେ l

Leave A Reply

Your email address will not be published.

Latest News
ହିନ୍ଦୋଳ ଉଦ୍ୟାନ ବିଭାଗର ରିହାତି ଦରରେ ଆଳୁ ବିହନ ବିକ୍ରୀ ଦୁର୍ଦିନରେ 50 ଆଦିବାସୀ ପରିବାର ଗ୍ରାମରେ କଂଗ୍ରେସ ସପୋର୍ଟ ଥିବାରୁ ମରାମତି ହୋଇପାରୁନି ଗାଁ ରାସ୍ତା । ଖଲିବୋରେଇରେ ଦୁର୍ଘଟଣା—ଯୁବକର ମୃତ୍ୟୁ,ଜଣେ ଗୁରୁତର। କ୍ରୀଡା ଉତ୍ସବ ରେ ଯୋଗଦେଇ ପିଲା ଙ୍କ ସହ ଖେଳିଲେ ଥାନା ଅଧିକାରୀ.. କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ.. କଟ୍‌ନିଛଟ୍‌ନି ନେଇ ପରଜଙ୍ଗ ବିଧାୟକ ଯୋଗାଣ ମନ୍ତ୍ରୀ କଥା କଟାକଟି। RD ରାସ୍ତାରେ ଠିକାଦାରଙ୍କ ମନମାନି, ବିଭାଗର ଯନ୍ତ୍ରୀ ତରୁଣ କୁମାର ନାଏକ ଅନୁପସ୍ଥିତ । ମୁମ୍ବାଇରେ ଚିକିତ୍ସା ହେବେ ବେଗୁନିଆପଡା ବ୍ଲକ ର ୪ ଶିଶୁ ହୃଦରୋଗୀ… ଆଇନ ସେବା ପ୍ରାଧିକରଣ ପକ୍ଷରୁ କୋଦଳା ରେ ଚିତ୍ରାଙ୍କନ ପ୍ରତିଯୋଗିତା.. ବିପଦ ଜନକ ମଣିଷ ବୁଡା ପଥର ଖଣିରେ ଗାଧଉଛନ୍ତି ଏସ. ଟି. ଜାଭିୟର ପବ୍ଲିକ ସ୍କୁଲ ଛାତ୍ର ଛାତ୍ରୀ