ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ଶୁଭାରମ୍ଭ

0

ଉଦଳା ୧୭/୦୯ () – ଉଦଳା ବ୍ଲକ ଅଧିନରେ ଥିବା ଶ୍ରୀଦାମଚନ୍ଦ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ କାର୍ଯ୍ୟକ୍ରମ ବୁଧବାର ଦିନ ଶୁଭାରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ଭାସ୍କର ମଢେଇ, ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ପ୍ରଣବ ପ୍ରିୟଦର୍ଶୀ ବେହେରାଙ୍କ ତତ୍ତ୍ୱାବଧାନରେ ରକ୍ତଦାନ ଶିବିର ସହିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଅତିଥିମାନେ ଯୋଗ ଦେଇଥିଲେ । ଏବଂ ମେଡିକାଲରେ ବୃକ୍ଷରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟକର୍ମଚାରୀ ରାମ୍ୟାରଞ୍ଜନ ପରିଡା, ଦିଲ୍ଲୀପ କୁମାର ନାୟକଙ୍କ ସମେତ କେନ୍ଦ୍ରର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।

Related Posts
1 of 30
Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ