ପୂର୍ବ ନିର୍ଦ୍ଧାରିତ ୧୦୪ ଗୋଟି ଜନଶୁଣାଣୀ ଅଭିଯୋଗ ଶୁଣାଣୀ ହେଲା

0

କପ୍ତିପଦl – ୨୨/୯ ଆଜି କପ୍ତିପଦା ଉପଖଣ୍ଡ ଉଦଳା ର ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ଜନଶୁଣାଣୀ
ଶିବିରରେ ଜିଲ୍ଲାପାଳ, ମୟୂରଭଞ୍ଜ ହେମକାନ୍ତ ସାୟ ଓ ଆରକ୍ଷୀ ଅଧିକ୍ଷକ , ମୟୂରଭଞ୍ଜ ବରୁଣ ଗୁଣ୍ଡୁ ପାଲି ଯୋଗ ଦେଇ ୧୦୪ ଗୋଟି ଜନ ଅଭିଯୋଗ କୁ ଶୁଣାଣି କରିଛନ୍ତି l ଉପଖଣ୍ଡ ର ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵlବଧନ ରେ ଆୟୋଜିତ ଏହି
ଶିବିରରେ ପ୍ରକଳ୍ପ ପ୍ରଶାସକ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ଉପଖଣ୍ଡ ଚିକିତ୍ସl ଅଧିକ୍ଷକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ବ୍ଲକ୍ ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ l ଯାହା ଦ୍ୱାରା ଅଜି ୧୦୪ ଗୋଟି ଜନ ଅଭିଯୋଗ ଶୁଣାଣୀ ହୋଇପାରିଛି l

Related Posts
1 of 30
Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ