ପକ୍ଷୀ ପ୍ରେମୀ ଗାଁ ବୋରଭଟା, ସୁରକ୍ଷା ଦେଉଛନ୍ତି ଯୁବ ଗୋଷ୍ଠୀ।

0

ଜୟପାଟଣା-(ଦିବ୍ୟ ନାଗ)କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣା ବ୍ଲକ ଅନ୍ତର୍ଗତ କାମଠଣ। ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବୋରଭଟା ଗ୍ରାମ ହେଉଛି ପକ୍ଷୀ ପ୍ରେମୀ ଗାଁ। ପ୍ରତି ବର୍ଷ ବର୍ଷାଋତୁ ଆରମ୍ଭ ହେଲେ ବାହାର ରାଜ୍ୟରୁ ବିଭିନ୍ନ ପ୍ରଜାତିର ଶତାଧିକ ପକ୍ଷୀ ଆସନ୍ତି ଓ ଗ୍ରାମ ଶେଷ ମୁଣ୍ଡରେ ଥିବା ଗ୍ରାମଦେବୀ ମାଁ ଧରଣୀ ପୀଠରେ ଥିବା ଗଛରେ ବସା ବାନ୍ଧି ଆଶ୍ରୟ ନିଅନ୍ତୁ ଓ ଆଖପାଖ ଜମି ଓ ପୋଖରୀରୁ ଖାଦ୍ୟ ସଂଗ୍ରହ କରିଥାଆନ୍ତି ଓ ବଂଶ ବିସ୍ତାର କରିଥାନ୍ତି। ବୋରଭଟା ଗ୍ରାମର ଯୁବ ଗୋଷ୍ଠୀ ପକ୍ଷୀ ମାନଙ୍କ ସୁରକ୍ଷା ଦେବା ସହ କୌଣସି ବାହାରିଆ ଲୋକ ପକ୍ଷୀ ଶିକାର କରିବା ପାଇଁ ଆସିଲେ ମନା କରନ୍ତି। ପ୍ରତି ବର୍ଷ ପକ୍ଷୀ ଆସିବା କାରଣ ଶାନ୍ତ ପରିବେଶ, ସହଜ ଓ ସୁବିଧାରେ ଖାଦ୍ୟ ସଂଗ୍ରହ ଓ ସୁରକ୍ଷିତ ଥିବାରୁ ଆସି ରହି ଥାଆନ୍ତି ଓ ପେବୃୟାରୀ ମାସ ପରେ ଫେରି ଯାଆନ୍ତି। ଗ୍ରାମର ଝାଙ୍କର ଶ୍ରୀରାମାକାନ୍ତ ମାଝୀଙ୍କ ଘର ପାଖରେ ଥିବା ହେତୁ ସବୁବେଳେ ଦୃଷ୍ଟି ଦିଅନ୍ତି। ବନ ବିଭାଗ ପକ୍ଷରୁ ଯଦି ପକ୍ଷୀ ମାନଙ୍କ ପାଇଁ ରହିବା ବ୍ୟବସ୍ଥା କଲେ ବହୁତ୍ ଭଲ ହେବ ବୋଲି ପ୍ରତିକ୍ରିୟାରେ କହିଛନ୍ତି ଯୁବ ଗୋଷ୍ଠୀ।

Related Posts
1 of 30
Leave A Reply

Your email address will not be published.

Latest News
ଜୁଆପାଲି ଖେଳ ଯୋଗୁଁ ଲୋକେ ସର୍ବସ୍ୱାନ୍ତ। କପ୍ତିପଦl -01/03/2026 କପ୍ତିପଦlବ୍ଲକ୍ ଶରତ ପଞ୍ଚାୟତ ସେଲେଇ କଜରି ଗ୍ରାମରେ ଆଜି ସନ୍ତାଲ ସମ୍ପ୍ରଦାୟର ବିଭାବ ପର୍ବ ପ... ଜଗତର ନାଥ ଶ୍ରୀଜଗନ୍ନାଥ ହେଉଛନ୍ତି ରହସ୍ୟମୟ ଜୀବନ୍ତ ଠାକୁର। ମହାପ୍ରଭୁଙ୍କ ରହସ୍ୟକୁ ଜାଣିବା ଦେଵତାମାନଙ୍କ ପକ୍ଷରେ ଅସ... ନବ ପଲ୍ଲବିତ ବୃକ୍ଷ ସୁଶୋଭିତବାତ ଚଳଇ ସଧିରେଶୁଷ୍କ ହୃଦୟରେ ପ୍ରେମ ରଙ୍ଗଭରେଉର୍ମି ଖେଳେ ନିରନ୍ତରେ।। lକପ୍ତିପଦl ବି ଇ ଓ ଅଫିସ୍ ରେ ଏବିଓ ଙ୍କ ମନମାନୀ କପ୍ତିପଦl - 21/02/2026 ଆଦିବାସି ସାନ୍ତାଲ ଜାତି ପ୍ରଭାବକୁ ନେଇ ଆଲେଚନା l ୩ ଗୋରୁ ଉଦ୍ଧାର,୨ ଚାଲାଣକାରୀ ଗିରଫ। ସ୍ତ୍ରୀ ର ଜୀବନ ନେଲା ସ୍ବାମୀକପ୍ତିପଦl କପ୍ତିପଦା ବ୍ଲକ ରେ ଉଜୁଡ଼ି ଗଲାଣି ଶିକ୍ଷା ବ୍ଯବସ୍ଥା ପଚାଶ ବର୍ଷରେ ଦୀନବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ: ଡିସେମ୍ବର ୨୬ରୁ ୨୮ ପର୍ଯ୍ୟନ୍ତ ସ୍ବର୍ଣ୍ଣ ଜୟନ୍ତୀ ଉତ୍ସବ